ଲଙେ ଆଞନଙ୍ବର୍
Verse of the day
ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି। ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।
Luke 6:47