ଲଙେ ଆଞନଙ୍ବର୍
Verse of the day
ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି; ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି।
Colossians 2:13